୧୬ରୁ ଖସିବ ରାତିର ପାରଦ

Advertisment

ଆସନ୍ତା ଦୁଇ ଦିନ ପାଇଁ ସର୍ବାଧିକ ଓ ସର୍ବୋଚ୍ଚ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ତା’ପରେ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି।

ଆସନ୍ତା ଦୁଇ ଦିନ ପାଇଁ ସର୍ବାଧିକ ଓ ସର୍ବୋଚ୍ଚ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ତା’ପରେ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବ, ଶୀତ ବଢ଼ିବ

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ପାଇଁ ସର୍ବାଧିକ ଓ ସର୍ବୋଚ୍ଚ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ତା’ପରେ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଗୁରୁବାର ପୂର୍ବାହ୍‌ଣ ସୁଦ୍ଧା ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟରାୟଗଡ଼ା ଜିଲ୍ଲାର କେତେକ ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ। ନହେଲେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତକାଲି ରାତିରେ ଜି.ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରି ରେକର୍ଡ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe