ଭୁବନେଶ୍ବର : ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କୁ ଆଜି ରାଜ୍ୟ ସରକାର ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଏବଂ ଗ୍ରିଡ୍କୋର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp