Nilamadhav area will become a world-class tourist destination: Chief Minister
ନୟାଗଡ଼: ନୟାଗଡ଼ ଜିଲ୍ଲା କଣ୍ଟିଲୋଠାରେ ‘‘ଭାରତ ବିଶ୍ୱାବସୁ ଶବର ସମାଜ’’ ପ୍ରତିଷ୍ଠା ଦିବସରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ସମ୍ବୋଧିତ କରିଛନ୍ତି।
ଅଧିକ ପଢ଼ନ୍ତୁ: ୨୦୨୦ ରୁ ୨୦୨୪ ମଧ୍ୟରେ ଗୁଣିଗାରେଡ଼ି ସନ୍ଦେହ ମାମଲାରେ ହ୍ରାସ
ମନ୍ଦିରର ଉନ୍ନତି, ସୌନ୍ଦର୍ଯ୍ୟକରଣ ଓ ପରିଚାଳନା ପାଇଁ ଟଙ୍କାର ଅଭାବ ରହିବ ନାହିଁ। ଜିଲ୍ଲାପାଳଙ୍କୁ ମଧ୍ୟ ପୁନର୍ବାର ଏକ ଡିପିଆର ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ନୀଳମାଧବ କ୍ଷେତ୍ରକୁ ଏକ ବିଶ୍ୱସ୍ତରୀୟ ପର୍ଯ୍ୟଟନ ଏବଂ ଆଧ୍ୟାତ୍ମିକ, ଧାର୍ମିକ ସ୍ଥଳ କରିବା ପାଇଁ ଯାହା ଆବଶ୍ୟକ ହେବ ସରକାର ଆଗାମୀ ଦିନରେ ସବୁ କରିବେ ବୋଲି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି।
ଅଧିକ ପଢ଼ନ୍ତୁ: ନକଲି ଔଷଧ ଏବଂ ଟିକାକରଣ କାର୍ଯ୍ୟରେ କୌଣସି ସରକାରୀ କର୍ମଚାରୀଙ୍କ ସମ୍ପୃକ୍ତି ନାହିଁ
Nayagarh
Follow Us