ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ଓଡ଼ିଶା ଆସୁଛନ୍ତି । ଦିନିକିଆ ଓଡ଼ିଶା ଗସ୍ତରେ ଆସି ସେ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବେ...

Nitin Gadkari is coming to Odisha today

Nitin Gadkari is coming to Odisha today Photograph: (sambad.in)

ଭୁବନେଶ୍ୱର: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ଓଡ଼ିଶା ଆସୁଛନ୍ତି ।  ଦିନିକିଆ ଓଡ଼ିଶା ଗସ୍ତରେ ଆସି ସେ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବେ।

ଏହାପରେ ଅପରାହ୍ନରେ ଭୁବନେଶ୍ୱର ଆସି ବରମୁଣ୍ଡା ପଡ଼ିଆରେ ରାଜ୍ୟ ପାଇଁ ପ୍ରାୟ ୪ ହଜାର କୋଟିରୁ ଅଧିକ ଟଙ୍କାର ଅନେକ ଜାତୀୟ ରାଜପଥ ପ୍ରକଳ୍ପର ଉଦ୍‌ଘାଟନ କରିବେ।

ଅଧିକ ପଢ଼ନ୍ତୁ: ଆମେରିକା-ଚୀନ୍ ଜଳକା ହୋଇ ଚାହିଁ ରହିଲେ, ତାଇୱାନ ଜୀବନ୍ତ ହୃଦୟକୁ ବଦଳାଇ ଦେଲା

ତାଙ୍କର ଓଡ଼ିଶା ଗସ୍ତ ଅବସରରେ ସେ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । 

ଅଧିକ ପଢ଼ନ୍ତୁ:  ଏଲିଅନ୍ ସହିତ ମୁହାଁମୁହିଁର ଆଶ୍ଚର୍ଯ୍ୟଜନକ କାହାଣୀ, ୨୩ ଜଣ ସୋଭିଏତ୍ ସୈନିକ ପଥର ହୋଇଯାଇଥିଲେ: ସିଆଇଏର ଗୁପ୍ତ ତଥ୍ୟ ପ୍ରକାଶ

nitin gadkari | Odisha 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe