ଜୁନ୍ ୧୫ ଯାଏଁ ସାଧାରଣ ଭକ୍ତଙ୍କୁ ଶ୍ରୀମନ୍ଦିର ମନା

ପୁରୀ: ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ ଜୁନ୍ ୧୫ ଯାଏଁ ପ୍ରଭୁଙ୍କ ଦର୍ଶନ ମନା ହୋଇଛି । ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ ପ୍ରଭୁଦର୍ଶନ ମନା କରିଛି ପ୍ରଶାସନ । କରୋନା ମହାମାରୀକୁ ଦୃଷ୍ଟିରେ ରଖି କଟକଣା ଅବଧି ବୃଦ୍ଧି କରାଯାଇଛି । ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନର ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ହୋଇଛି । ସୀମିତ ସେବାୟତଙ୍କୁ ନେଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତି ପୂର୍ବ ଭଳି ଜାରି ରହିବ ବୋଲି କୁହାଯାଇଛି ।

ସମ୍ବନ୍ଧିତ ଖବର