ପ୍ରଶ୍ନକାଳ ବା ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ ହୋହଲ୍ଲା କରିପାରିବେନି

ଭୁବନେଶ୍ବର: ପ୍ରଶ୍ନକାଳ ବା ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ  ହୋହଲ୍ଲା  କରିପାରିବେନି। ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସିମିଲାରେ ଅନୁଷ୍ଠିତ ବିଭିନ୍ନ ରାଜ୍ୟମାନଙ୍କର ବାଚସ୍ପତିଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଶୀତକାଳୀନ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକରେ ସବୁ ଦଳକୁ ଏ ନେଇ ଜଣାଇ ଦିଆଯିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି।

ସମ୍ବନ୍ଧିତ ଖବର