ଭୁବନେଶ୍ବର: ଓଏଏସ୍ ଅଫିସରଙ୍କୁ ମାଡ଼ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ବଡ଼ ମନ୍ତବ୍ୟ ଆସିଛି। ଘଟଣା ପଛରେ ଥିବା ମୁଖ୍ୟ ଆସାମୀକୁ ଛଡ଼ା ଯିବନି ବୋଲି ମନ୍ତ୍ରୀ କହିଛନ୍ତି। ଯିଏ ବି ଏ କାଣ୍ଡ କରେଇଛି କାହାକୁ ଛଡ଼ା ଯିବନି।
ସମସ୍ତଙ୍କୁ ଗିରଫ କରାଯିବ କାର୍ଯ୍ୟାନୁଷ୍ଠାନ କରାଯିବ। ଏନେଇ ନିର୍ଦ୍ଦେଶ ମୁଖ୍ୟମନ୍ତ୍ରୀ ଦେଇ ସାରିଛନ୍ତି।
ଅପ୍ରୀତିକର ପରିସ୍ଥିତି ନହେବା କଥା ହୋଇଯାଇଛି। କଲମ ଛାଡ଼ ଆନ୍ଦୋଳନର ସମାଧାନ ଶୀଘ୍ର ହୋଇଯିବ ବୋଲି ମନ୍ତ୍ରୀ କହିଛନ୍ତି।
bibhuti bhusan jena
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-09-12t092703765z-halim.jpeg)
/sambad/media/media_files/2025/07/02/no-one-will-be-left-behind-transport-minister-on-oas-officer-assault-incident-2025-07-02-15-17-33.jpg)