ପୁରୀ: ଆସନ୍ତା ସୋମବାର ଦିନ ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଅନୁଷ୍ଠିତ ହେବ। ଏଥିଲାଗି ବାହୁଡ଼ାଯାତ୍ରାର ପୂର୍ବ ପ୍ରସ୍ତୁତି ନିମନ୍ତେ ୧୪ ତାରିଖ (ରବିବାର) ସନ୍ଧ୍ୟା ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଏଣୁ ଧାର୍ଯ୍ୟ ସମୟ ଅବଧି ମଧ୍ୟରେ ଆଡ଼ପ ମଣ୍ଡପ ନବମୀ ଦର୍ଶନ କରି ମହାପ୍ରଭୁଙ୍କ କୃପା ଲାଭ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।
ଆସନ୍ତାକାଲି ମିଳିବନି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ
Advertisment
Follow Us