ଧାମନଗର ବିଧାନସଭା ଆସନ ଖାଲି, ଜାରି ହେଲା ବିଜ୍ଞପ୍ତି

ଧାମନଗର ବିଧାନସଭା ଆସନ ଖାଲି, ଜାରି ହେଲା ବିଜ୍ଞପ୍ତି

ଭୁବନେଶ୍ବର : ରାଜ୍ୟ ବିଧାନସଭାର ଭଦ୍ରକ ଜିଲ୍ଲାର ୪୬-ଧାମନଗର (ଏସ୍‌ସି) ବିଧାନସଭା ନିର୍ବାଚନ ମଣ୍ଡଳୀ ଆସନର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗ ପରେ ବିଧାନସଭାରେ ଏକ ଶୂନ୍ୟ ସ୍ଥାନ ସୃଷ୍ଟି ହେବା ସଂକ୍ରାନ୍ତରେ ବିଧାନସଭାର ସ୍ବତନ୍ତ୍ର କାର୍ଯ୍ୟରତ ଅଧିକାରୀ ତଥା ସଚିବ ଦାଶରଥୀ ଶତପଥୀ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଏହା ଓଡ଼ିଶା ଗେଜେଟ୍‌ର ଅସାଧାରଣ ପ୍ରସଙ୍ଗରେ ସ୍ଥାନିତ କରିବା ପାଇଁ ପତ୍ର ପଠାଯିବା ସହ ଏହାର ନକଲ ମୁଖ୍ୟ ନିର୍ବାଚନ ଆୟୁକ୍ତ, ମୁଖ୍ୟ ନିର୍ବାଚନ ଅଧିକାରୀ, ସମସ୍ତ ବିଧାୟକ, ସାଂସଦ, ଲୋକସଭା ଓ ରାଜ୍ୟସଭାର ମହାସଚିବ, ରାଜ୍ୟପାଳଙ୍କ ପ୍ରମୁଖ ସଚିବ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଏବଂ ଏଥି ସଂପୃକ୍ତ ସମସ୍ତଙ୍କ ଅବଗତି ନିମନ୍ତେ ପଠାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe