ଅଦ୍ୟତନ ହୋଇଛି
ଭୁବନେଶ୍ବର: ଓଡ଼ିଶାରେ ହେବାକୁ ଥିବା ୩ ଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଥିପାଇଁ ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ପ୍ରଦାନ କରିଛନ୍ତି।
ଅଧିକ ପଢ଼ନ୍ତୁ: ଓଡ଼ିଶା ସର୍ବଦା ସନ୍ଥ ଓ ବିଦ୍ବାନମାନଙ୍କ ଭୂମି ହୋଇ ରହିଛି: ପ୍ରଧାନମନ୍ତ୍ରୀ
Follow Us