୧୪ରେ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର : ଆସନ୍ତା ୧୪ ତାରିଖ ଅପରାହ୍ନରେ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ହେବାକୁ ଥିବା ମନ୍ତ୍ରୀ ପରିଷଦ ବୈଠକରେ ୨୦୧୮-୧୯ ଆର୍ଥିକ ବର୍ଷର ବଜେଟ୍‌କୁ ଅନୁମୋଦନ ମିଳିବ। କ୍ୟାବିନେଟ୍‌ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ଏଜେଣ୍ଡା ସ୍ଥାନ ପାଇବ ବୋଲି ଜଣାପଡ଼ିଛି।

ସମ୍ବନ୍ଧିତ ଖବର