ଆଜି କ୍ୟାବିନେଟ୍‌

ଭୁବନେଶ୍ୱର : ୩୦ ତାରିଖ ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ବିଧିବଦ୍ଧ କ୍ୟାବିନେଟ୍‌ ମୋହର ବାଜିବ। ଅନ୍ୟ କେଉଁ କେଉଁ ପ୍ରସ୍ତାବ ଉପରେ କ୍ୟାବିନେଟ୍‌ରେ ଆଲୋଚନା ହେବ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ଭାବେ ସୂଚନା ମିଳି ନାହିଁ।

ସମ୍ବନ୍ଧିତ ଖବର