ଭୁବନେଶ୍ୱର : ଆଜି ସନ୍ଧ୍ୟାରେ କ୍ୟାବିନେଟ୍ ବୈଠକ ବସିବ। ଏଥିରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବ। ତେବେ ବିଜେପୁର ଉପନିର୍ବାଚନ ପାଇଁ ଆଦର୍ଶ ଆଚରଣବିଧି ଲାଗୁ ହେଉଥିବାରୁ କ୍ୟାବିନେଟ୍ ନିଷ୍ପତ୍ତି ସଂପର୍କରେ ସରକାରୀ ଭାବେ କୁହାଯିବ ନାହିଁ।
କ୍ୟାବିନେଟ୍ ଆଜି
Advertisment
Follow Us