୪୬୪ କୋଟି ମୂଲ୍ୟର ୪ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ମଂଜୁରୀ

Advertisment
ସବୁ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ, ଡିସେମ୍ବର ୩୧ ସୁଦ୍ଧା ପଦୋନ୍ନତି ତାଲିକା ପ୍ରସ୍ତୁତ କର

bit.ly

ଭୁବନେଶ୍ବର : ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାରଦିନ ବସିଥିବା ରାଜ୍ୟ ସ୍ତରୀୟ ସିଙ୍ଗଲ ଓ୍ବିଣ୍ଡୋ ଅଥରିଟି ପକ୍ଷରୁ ୪୬୪.୭୨ କୋଟି ଟଙ୍କା ମୂଲ୍ୟର ୪ଟି ନିବେଶ ପ୍ରସ୍ତାବକୁ ସବୁଜ ସଂକେତ ଦିଆଯାଇଛି । ଏସବୁ ପ୍ରକଳ୍ପରେ ପ୍ରାୟ ୮୭୩ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।

ଗତ ୫ ତାରିଖରେ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି ମୋଟ ୯୨,୭୧୩ କୋଟି ଟଙ୍କା ମୂଲ୍ୟର ୫ଟି ମେଗା ପୁଞ୍ଜିନିବେଶ ପ୍ରସ୍ତାବକୁ ମଂଜୁରୀ ଦେଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe