ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ ପକ୍ଷରୁ ଏସ୍‌ଆଇ ଏବଂ ଅନ୍ୟାନ୍ୟ ପଦବୀ ପାଇଁ ପରୀକ୍ଷା ତାରିଖ ପ୍ରକାଶ

ମଙ୍ଗଳବାର ଦିନ ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏସଆଇ ଏବଂ ଅନ୍ୟାନ୍ୟ ସମକକ୍ଷ ପଦବୀ ପାଇଁ ପରୀକ୍ଷା ତାରିଖ ପ୍ରକାଶ କରାଯାଇଛି। ,ଏସ୍‌ଆଇ ପଦବୀ ପାଇଁ ଓଏମ୍‌ଆର୍ ଆଧାରିତ ନିଯୁକ୍ତି ପରୀକ୍ଷା ମାର୍ଚ୍ଚ ୮ ଏବଂ ଅନ୍ୟାନ୍ୟ ପଦବୀ ପାଇଁ ୯ ମାର୍ଚ୍ଚ ୨୦୨୫ରେ ଅନୁଷ୍ଠିତ ହେବ...

Odisha Police Recruitment Board released the exam date for SI and other posts

Odisha Police Recruitment Board released the exam date for SI and other posts Photograph: (sambad.in)

ଭୁବନେଶ୍ୱର: ମଙ୍ଗଳବାର ଦିନ ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏସଆଇ ଏବଂ ଅନ୍ୟାନ୍ୟ ସମକକ୍ଷ ପଦବୀ ପାଇଁ ପରୀକ୍ଷା ତାରିଖ ପ୍ରକାଶ କରାଯାଇଛି।

ବିଜ୍ଞପ୍ତି ଅନୁଯାୟୀ,ଏସ୍‌ଆଇ ପଦବୀ ପାଇଁ ଓଏମ୍‌ଆର୍ ଆଧାରିତ ନିଯୁକ୍ତି ପରୀକ୍ଷା ମାର୍ଚ୍ଚ ୮ ଏବଂ ଅନ୍ୟାନ୍ୟ ପଦବୀ ପାଇଁ ୯ ମାର୍ଚ୍ଚ ୨୦୨୫ରେ ଅନୁଷ୍ଠିତ ହେବ।

ଅଧିକ ପଢ଼ନ୍ତୁ: ମହାଶିବରାତ୍ରି ପୂର୍ବରୁ ଲିଙ୍ଗରାଜ ମନ୍ଦିରର ସ୍ଥିତି ସମୀକ୍ଷା କଲେ ମେୟର ସୁଲୋଚନା ଦାସ

ପରୀକ୍ଷାର୍ଥୀମାନଙ୍କୁ ମାର୍ଚ୍ଚ ୧ ତାରିଖରୁ ଓଡ଼ିଶା ପୁଲିସ ୱେବସାଇଟ୍‌ରୁ ପରୀକ୍ଷା କେନ୍ଦ୍ର ଏବଂ ପରୀକ୍ଷା ସୂଚୀ ବିଷୟରେ ସବିଶେଷ ଜାଣିବା ପାଇଁ ଆଡମିଟ୍ କାର୍ଡ ଡାଉନଲୋଡ୍ କରିବାକୁ ପରାମର୍ଶ ଦିଆଯାଇଛି।

ଏ ସମ୍ପର୍କରେ ଅଧିକ ସୂଚନା ଜାଣିବା ପାଇଁ ସମ୍ପୃକ୍ତ ପ୍ରାର୍ଥୀମାନଙ୍କୁ ୱେବସାଇଟ୍ ସହିତ ନିରନ୍ତର ଯୋଗାଯୋଗରେ ରହିବାକୁ ପରାମର୍ଶ ଦିଆଯାଉଛି ବୋଲି ନୋଟିସରେ ଉଲ୍ଲେଖ କରାଯାଇଛି।

ଅଧିକ ପଢ଼ନ୍ତୁ: ବ୍ରହ୍ମପୁର ବିଶ୍ବବିଦ୍ୟାଳୟ କୁଳପତି ଡିଜିଟାଲ ଆରେଷ୍ଟ୍‌ର ଶିକାର: ୧୪ ଲକ୍ଷ ଠକିନେଲେ ଠକ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe