ସ୍ୱତନ୍ତ୍ର ଓଜେଇଇ ପାଇଁ ଆବେଦନ ସମୟ ସୀମା ବୃଦ୍ଧି

ଭୁବନେଶ୍ୱର : ବି.ଟେକ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ହେବାକୁ ଥିବା ସ୍ୱତନ୍ତ୍ର ଓଜେଇଇ ଆବେଦନ ସମୟ ସୀମା ବୃଦ୍ଧି କରାଯାଇଛି। କୋଭିଡ୍‌-୧୯କୁ ଦୃଷ୍ଟିରେ ରଖି ଓଜେଇଇ କର୍ତ୍ତୃପକ୍ଷ ଆବେଦନକୁ ଜୁନ୍ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଜୁଲାଇ ୫ସୁଦ୍ଧା ଆବେଦନକାରୀ ଛାତ୍ରଛାତ୍ରୀ ଫି’ ଦାଖଲ କରିପାରିବେ। ପରୀକ୍ଷା କାର୍ଯ୍ୟସୂଚୀ, ଆଡମିଟ୍‌ କାର୍ଡ ଡାଉନଲୋଡ୍‌ କରିବା ନେଇ ପରବର୍ତ୍ତୀ ସମୟରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଯିବ।

ସମ୍ବନ୍ଧିତ ଖବର