ଆଜି ଓଜେଇଇ ଫଳ

Advertisment
ପ୍ରକାଶ ପାଇଲା ଓଜେଇଇ ପରୀକ୍ଷାଫଳ: ବି.ଫାର୍ମାରେ ସାଗରିକା ଦାଶ ଓ ଏମ୍. ଫାର୍ମାରେ ପଦ୍ମାଳୟା ମିଶ୍ର ଟପ୍ପର

ଭୁବନେଶ୍ୱର : ବିଭିନ୍ନ ବୈଷୟିକ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ହୋଇଥିବା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ ଶୁକ୍ରବାର ପ୍ରକାଶ ପାଇବ। ପୂର୍ବାହ୍ନ ୧୧ଟାରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବେ। ଏହାପରେ ଛାତ୍ରଛାତ୍ରୀ ସେମାନଙ୍କ ପରୀକ୍ଷା ଫଳ ସମ୍ପର୍କରେ ଜାଣିପାରିବେ। ଏସ୍‌ସିଟିଇ ଆଣ୍ଡ ଭିଟି କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ପରୀକ୍ଷା ଫଳ ଉନ୍ମୋଚନ କାର୍ଯ୍ୟକ୍ରମରେ ବିଭାଗୀୟ ସଚିବ ଉଷା ପାଢ଼ୀଙ୍କ ସମେତ ଓଜେଇଇର ଅଧିକାରୀମାନେ ଉପସ୍ଥିତ ରହିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe