ଓଡ଼ିଶା ବାହାରେ ଓଜେଇଇ ସେଣ୍ଟର: ରାଞ୍ଚି, ପାଟଣା ଓ କୋଲକାତାରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ

Advertisment
ଓଡ଼ିଶା ବାହାରେ ଓଜେଇଇ ସେଣ୍ଟର: ରାଞ୍ଚି, ପାଟଣା ଓ କୋଲକାତାରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡ଼ିଶା ବାହାରେ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ପାଇଁ କେନ୍ଦ୍ର ହେବ। ଓଜେଇଇ ପକ୍ଷରୁ ଏହି ନିଷ୍ପତ୍ତି ହୋଇଥିବା ଜଣାଯାଇଛି। ସୂଚନା ଅନୁସାରେ ବିହାରର ରାଜଧାନୀ ପାଟଣା, ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚି ଓ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଏହି ୩ଟି ପରୀକ୍ଷା କେନ୍ଦ୍ରରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ।

ରାଜ୍ୟ ଭିତରେ ଅନୁଗୁଳ, ବଲାଙ୍ଗୀର, ବାଲେଶ୍ୱର, ବରଗଡ଼, ବାରିପଦା, ବ୍ରହ୍ମପୁର, ଭଦ୍ରକ, ଭୁବନେଶ୍ୱର, କଟକ, ଢେଙ୍କାନାଳ, ପାରଳାଖେମୁଣ୍ଡି, ଜଗତସିଂହପୁର, ଯାଜପୁର, ଜୟପୁର, ଝାରସୁଗୁଡ଼ା, ଫୁଲବାଣୀ, କେନ୍ଦୁଝର, ନୟାଗଡ଼, ରାୟଗଡ଼ା, ରାଉରକେଲା ଓ ସମ୍ବଲପୁରରେ ଓଜେଇଇ ପରୀକ୍ଷା କେନ୍ଦ୍ର ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe