ପୋଖରୀରେ ବୁଡ଼ି ବୃଦ୍ଧା ମୃତ

Advertisment
ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ: ପକେଟରେ ଥିବା ୪ ଲକ୍ଷ ଟଙ୍କା ଗଲା କୁଆଡ଼େ?

stock.adobe.com

ତେଲକୋଇ: ଆଜି ଗାଧୋଇବାକୁ ଯାଇ  ପୋଖରୀରେ ବୁଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସଲେଇକେନା ପଞ୍ଚାୟତ ଅନ୍ତର୍ଗତ ରୁଗୁଡି ଗ୍ରାମର ଗୋତିକା ପଢିହାର(୬୦)। ଗୋତିକା ପୂର୍ବାହ୍ନରେ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ତେବେ ଅସାବଧାନତା ବଶତଃ ଗୋଡ଼ ଖସି ଯିବାରୁ ବୁଡ଼ି ଯାଇଥିଲେ। ଖବର ପାଇ ତେଲକୋଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ଥିଲେ।

ସେତେବେଳକୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏନେଇ ତେଲକୋଇ ଥାନାରେ କେଶ ନଂ ୨୧/୨୦୨୨ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଶବ ବ୍ୟବଚ୍ଛେଦ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe