ଋତୁସ୍ରାବ ପାଇଁ ମାସକୁ ଦିନେ ଛୁଟି: ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି

Advertisment

ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିଛନ୍ତି। ଏହି ୧୨ ଦିନ ଛୁଟିକୁ ସେମାନେ ମାସକୁ ଗୋଟିଏ ଦିନ ପାଇପାରିବେ। ମାସିକ ଋତୁସ୍ରାବ ପାଇଁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି।

Updated On

ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିଛନ୍ତି। ଏହି ୧୨ ଦିନ ଛୁଟିକୁ ସେମାନେ ମାସକୁ ଗୋଟିଏ ଦିନ ପାଇପାରିବେ। ମାସିକ ଋତୁସ୍ରାବ ପାଇଁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି।

ଅଦ୍ୟତନ ହୋଇଛି
holiday

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିଛନ୍ତି। ଏହି ୧୨ ଦିନ ଛୁଟିକୁ ସେମାନେ ମାସକୁ ଗୋଟିଏ ଦିନ ପାଇପାରିବେ। ମାସିକ ଋତୁସ୍ରାବ ପାଇଁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି। ମହିଳା କର୍ମଚାରୀମାନେ ଏହି ଅତିରିକ୍ତ ଛୁଟିକୁ ପ୍ରଚଳିତ ୧୦ ଦିନ ସାମୟିକ ଛୁଟି (ସିଏଲ୍‌) ଓ ୫ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି (ସ୍ପେସାଲ ସିଏଲ୍‌) ସହିତ ପାଇପାରିବେ। ଉଲ୍ଲେଖନୀୟ ଯେ ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe