ମୋହନା : ବାଇକ୍ ଦୁର୍ଘଟଣାରେ ଜଣେ ମୃତ, ୨ ଗୁରୁତର

Advertisment
ସ୍କୁଟିକୁ ପିଟିଲା ଟ୍ରକ୍‌; ଝିଅ ମୃତ, ମା’ ଗୁରୁତର

image source--news first

ମୋହନା : ମୋହନାରେ ଗତକାଲି ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସାଲାଗି ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ଜଣଙ୍କୁ ମୋହନା ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ଜଣଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ମୋହନା ବ୍ଲକ୍‌ ଅନ୍ତର୍ଗତ ଅଡବା ଥାନା ଡୁମିଗୁଡା ନରଣପୁର ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe