image source-the new york times
ହାଟଡିହି : ହାଟଡିହି ବ୍ଲକ୍ ଅଣା ଗ୍ରାମରେ ସାପ କାମୁଡ଼ାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଗ୍ରାମର ଭୀମସେନ ଜେନା (୬୨)। ଭୀମସେନ ନିଜ ବିଲରୁ ନଡ଼ାକୁଟା ସଂଗ୍ରହ କରୁଥିବାବେଳେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡ଼ି ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ନନ୍ଦିପଦା ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରିଛି।
/sambad/media/agency_attachments/2024-07-24t043029592z-sambad-original.webp) 
   Follow Us
 Follow Us/sambad/media/post_attachments/wp-content/uploads/2020/05/snake.jpg)