ଶଗଡ଼ା ନିକଟରେ ବାଇକ୍‌ ଦୁର୍ଘଟଣା, ଯୁବକ ମୃତ

Advertisment
ବିଷ ପିଇ ବୃଦ୍ଧଙ୍କ ଆତ୍ମହତ୍ୟା

sisat

ବାଉଁଶୁଣି: ବୌଦ୍ଧ ବ୍ଲକ ଅନ୍ତର୍ଗତ ଶଗଡା ଗ୍ରାମ ନିକଟରେ ଏକ ବାଇକ ଦୁର୍ଘଟଣାରେ ବୌଦ୍ଧର ଯୁବ ମେକାନିକ ଇତୁ ସିଂଙ୍କ ମୃତ୍ୟୁ ହୋଇଛି। ବୌଦ୍ଧ ସହରର ଇତୁ କୌଣସି କାମରେ ଶଗଡ଼ାକୁ ଯାଇ ଶନିବାର ରାତିରେ ଫେରୁଥିବା ବେଳେ ତାଙ୍କ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ ସେ ଗୁରୁତର ଭାବେ ଆହତ ହୋଇଥିଲେ।

ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଉଦ୍‌ବେଗଜନକ ହେବାରୁ ବଲାଙ୍ଗୀର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ବଲାଙ୍ଗୀର ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe