ଗୋଷ୍ଠୀ ସଂଘର୍ଷରେ ଜଣେ ମୃତ, ୩ ଗୁରୁତର

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ାରେ ଗୋଷ୍ଠୀ ସଂଘର୍ଷ ଘଟି ଜଣେ ମୃତ୍ୟୁ ବରଣ କରିଥିବା ବେଳେ ୩ ଜଣ ଗୁରୁତର ଅଛନ୍ତି। ତିନି ଆହତଙ୍କୁ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି ହେବା ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ମୃତକ ହେଲେ ତୋଫାନ ଗୌଡ଼ ଏବଂ ଗୁରୁତରମାନେ ହେଲେ କାଳୁ ଗୌଡ଼, ଜୋଛନା ଗୌଡ଼ ଓ ପ୍ରତିମା ଗୌଡ଼। କେ. ନୂଆଗାଁ ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ସମ୍ବନ୍ଧିତ ଖବର