ବାଣ ଭିଡୁଥିବାବେଳେ ବିସ୍ଫୋରଣରେ ଜଣେ ମୃତ, ଦୁଇ ଗୁରୁତର

Advertisment
ବାଣ ଭିଡୁଥିବାବେଳେ ବିସ୍ଫୋରଣରେ ଜଣେ ମୃତ, ଦୁଇ ଗୁରୁତର

photo credit- india today

ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଥାନା ଜଗତ ସାହିରେ ବାଣ ବିସ୍ପୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି | ମିଳିଥିବା ସୂଚନା ମୁତାବକ ଦୀପାବଳି ପାଇଁ ବାଣ ଭିଡୁଥିବାବେଳେ ବିସ୍ଫୋରଣ ହୋଇଥିଲା | ଆଉ ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗୁରୁତରଙ୍କୁ କୋଦଳା ଓ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe