କରୋନାରେ ସାମ୍ବାଦିକ ମାନସ ରଞ୍ଜନ ଜୟପୁରିଆଙ୍କ ଦେହାନ୍ତ

କରୋନାରେ ସାମ୍ବାଦିକ ମାନସ ରଞ୍ଜନ ଜୟପୁରିଆଙ୍କ ଦେହାନ୍ତ

ସମ୍ବଲପୁର; କରୋନା ନେଲା ଆଉ ଜଣେ ସାମ୍ବାଦିକଙ୍କ ଜୀବନ। ଏକ ଘରୋଇ ଚ୍ୟାନେଲରେ କାର୍ଯ୍ୟରତ ସାମ୍ବାଦିକ ମାନସ ରଞ୍ଜନ ଜୟପୁରିଆଙ୍କ ସମ୍ବଲପୁରରେ ପରଲୋକ ହୋଇଯାଇଛି । କରୋନାରେ ଆକ୍ରାନ୍ତ ହୋଇ ସେ ଚିକିତ୍ସାଧୀନ ଥିଲେ। ଦେହ ଖରାପ ହେବା ପରେ କିଛି ଦିନ ତଳେ ସେ ଦିଲ୍ଲୀରୁ ନିଜ ବାସସ୍ଥାନ ସମ୍ବଲପୁର ଫେରି ଆସିଥିଲେ।

ଦୀର୍ଘ ୧୦ ବର୍ଷରୁ ଅଧିକ ସମୟ ଧରି ମାନସ ରଞ୍ଜନ ଜୟପୁରିଆ ରାଜ୍ୟର ବିଭିନ୍ନ ବୈଦ୍ୟୁତିକ ଓ ଖବରକାଗଜରେ କାମ କରିଥିଲେ। କିଛିମାସ ତଳେ ସେ କାର୍ଯ୍ୟରେ ଯୋଗଦେବା ଲାଗି ଦିଲ୍ଲୀ ଯାଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe