ଓପିଜିସି ୟୁନିଟ୍‌ ୨ ଅଚଳ

ଇବ୍‌ଥର୍ମାଲ : ଓପିଜିସି ବନହରପାଲିସ୍ଥିତ ଇବ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରର ୟୁନିଟ ୨ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବନ୍ଦ ହୋଇ ଯାଇଛି। ଫଳରେ ୨୧୦ ମେଗାଓ୍ବାଟ୍ ବିଦ୍ୟୁତ୍‌ ଉତ୍ପାଦନ ବନ୍ଦ ହୋଇ ରାଜସ୍ବ ହାନି ଘଟିଛି। ବଏଲର୍ ଟ୍ୟୁବ୍‌ରେ ଲିକେଜ୍ ଥିବାରୁ ଏପରି ସମସ୍ୟା ସୃଷ୍ଟି ହୋଇଥିବା ଅଧିକାରୀସ୍ତରରେ କୁହାଯଇଛି। ୭୨ ଘଣ୍ଟା ମଧ୍ୟରେ ଏହାକୁ ଠିକ୍ କରି ଦିଆଯିବ ଓ ଏହା ପୁଣି କାର୍ଯ୍ୟକ୍ଷମ ହେବ ବୋଲି ଲୋକ ସଂପର୍କ ଅଧିକାରୀ ହିମାଂଶୁ ବେହେରାଙ୍କଠାରୁ ପ୍ରକାଶ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Comments are closed.