ଆଜି ଓଷ୍ଟା ମେଧା ଅନ୍ବେଷଣ ପରୀକ୍ଷା

Advertisment
ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ନେଇ ଓଷ୍ଟାର ଆଶଙ୍କା‌

www.ossta.in

ଭୁବନେଶ୍ୱର : ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ର ମେଧା ଅନ୍ୱେଷଣ ପରୀକ୍ଷା ରବିବାର ଅନୁଷ୍ଠିତ ହେବ। ଏହି ପରୀକ୍ଷା ଓଡ଼ିଶାର ୧୧୪ଟି ପରୀକ୍ଷା କେନ୍ଦ୍ରରେ ୨୨ ହଜାର ୧୯୫ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବେ। ଯେଉଁମାନେ ୮ମ ଶ୍ରେଣୀରେ ୬୦ ପ୍ରତିଶତରୁ ଅଧିକ ନମ୍ବର ରଖି ୯ମ ଶ୍ରେଣୀରେ ଅଧ୍ୟୟନ କରୁଛନ୍ତି ସେହିମାନେ ଏହି ପରୀକ୍ଷା ଦେବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏହି ପରୀକ୍ଷା ପୂର୍ବାହ୍ନ ୧୦ଟା ୩୦ରୁ ଆରମ୍ଭ ହୋଇ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଚାଲିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe