ଅନୁସନ୍ଧାନ କରୁଥିବା ବର୍ଗ

ରାଜ୍ୟ

ଜନ୍ମମାଟିର ମୋହ ମୋତେ ଏଠାକୁ ବାରମ୍ବାର ଟାଣି ଆଣୁଛି: ଦ୍ରୌପଦୀ ମୁର୍ମୁ

ରାଇରଂଗପୁର: ଗତବର୍ଷ ମେ’ ମାସରେ ଏଠାକୁ ଆସିଥିଲି। ରାଷ୍ଟ୍ରପତି ହେବା ପରେ ତାହା ଥିଲା ଜନ୍ମମାଟିକୁ ମୋର ପ୍ରଥମ ଆଗମନ। ଜନ୍ମମାଟି ଠାରୁ ବହୂ ଦୂରରେ ରହୁଛି। କିନ୍ତୁ ଜନ୍ମମାଟିର ମୋହ ମୋତେ ଏଠାକୁ ବାରମ୍ବାର ଟାଣି ଆଣୁଛି। ଏମାଟିର ଶ୍ରଦ୍ଧା ପାଇଁ ମୁଁ ମହାମହିମ ହୋଇପାରିଛି।…
ଅଧିକ ଖବର ଦେଖନ୍ତୁ...

ରାଇରଂଗପୁରରେ ‘ହୋଲିଡେ ହୋମ୍‌’ର ଶିଳାନ୍ୟାସ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଇରଂଗପୁର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ମୟୂରଭଂଜ ଜିଲ୍ଲାର ରାଇରଂଗପୁରରେ ‘ହୋଲିଡେ ହୋମ୍‌’ର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ସେ ରାଞ୍ଚି-ବିଜୟୱାଡା ୨୨୦ ନଂ ଜାତୀୟ ରାଜପଥର ଦୁଇ ଲ୍ୟାନ୍ ବିଶିଷ୍ଟ ବାଇପାସ୍ ରାସ୍ତା, ରାଇରଙ୍ଗପୁରରୁ ଯଶିପୁର ପର୍ଯ୍ୟନ୍ତ ୨୨୦ ନଂ ଜାତୀୟ…
ଅଧିକ ଖବର ଦେଖନ୍ତୁ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଲ୍ ଗେଟ୍ସ; ବିଭିନ୍ନ ପ୍ରସଙ୍ଗରେ କଲେ ଆଲୋଚନା

ଭୁବନେଶ୍ୱର: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଭୁବନେଶ୍ବର ଗସ୍ତରେ ଥିବା ଶ୍ରୀ ଗେଟ୍ସ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରିଛନ୍ତି। ଉଭୟଙ୍କ ମଧ୍ୟରେ ଆଲୋଚନାରେ ଓଡିଶାର…
ଅଧିକ ଖବର ଦେଖନ୍ତୁ...

ଖିଚିଂରେ ମହାମହିମ; ମା’ କିଚକେଶ୍ବରୀଙ୍କୁ କଲେ ପୂଜାର୍ଚ୍ଚନା

ଭୁବନେଶ୍ବର: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜରେ ପହଞ୍ଚିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଝାଡ଼ଖଣ୍ଡର ରାଞ୍ଚିରେ ଅବତରଣ କଲା ପରେ ସେଠାରୁ ଏକ ହେଲିକପ୍ଟରରେ ଆସି ହେଲିପ୍ୟାଡରେ ଐତିହାସିକ ଖିଚିଂରେ ପହଞ୍ଚିଛନ୍ତି। ଖିଚିଂରେ ପହଞ୍ଚିଲା…
ଅଧିକ ଖବର ଦେଖନ୍ତୁ...

ଆଇଏଏସ୍ ସ୍ତରରେ ଅଦଳବଦଳ: ବିଜୟ କୁମାର ଦାସ କଟକ ମହାନଗର ନିଗମର ନୂଆ କମିସନର

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ। ବୁଧବାର ଆଇଏଏସ୍ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗ ତରଫରୁ ପ୍ରକାଶ ପାଇଥିବା ଏହି ବିଜ୍ଞପ୍ତି ଅନୁସାରେ ବାଲେଶ୍ୱର, ମୟୂରଭଞ୍ଜ ଏବଂ ପୁରୀ ଜିଲ୍ଲାର ଜିଲ୍ଲାପାଳ…
ଅଧିକ ଖବର ଦେଖନ୍ତୁ...

ମନ୍ମଥ-ମନୋଜ ଐତିହ୍ୟ ସ୍ମାରକୀ ଲୋକାର୍ପିତ: ଆଭାସୀ ମାଧ୍ୟମରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୋଗରାଇ/ଚନ୍ଦନେଶ୍ବର: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଐତିହାସିକ ମନ୍ମଥନାଥ ଦାସ ଓ କଥାକାର ମନୋଜ ଦାସଙ୍କ ଏନ୍ତୁଡ଼ିଶାଳକୁ ଐତିହ୍ୟ ସ୍ମାରକୀ ଭାବେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଲୋକାର୍ପଣ କରିଛନ୍ତି। ୨୦୨୧ ମସିହା ଏପ୍ରିଲ୍ ୨୭ ତାରିଖରେ ପଣ୍ଡିଚେରୀରେ ପଦ୍ମଭୂଷଣ…
ଅଧିକ ଖବର ଦେଖନ୍ତୁ...

ଇଡିରେ ହାଜର ହେଲେ ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ

ଭୁବନେଶ୍ବର: ଇଡିରେ ହାଜର ହେଲେ ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ। ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି ସେ। ପ୍ରଫୁଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ଇଡିରେ ହାଜର ହେବାକୁ ନୋଟିସ୍ ହୋଇଥିଲା।…
ଅଧିକ ଖବର ଦେଖନ୍ତୁ...

କୃଷି ଭବନରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ

ଭୁବନେଶ୍ବର: ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ କୃଷି ଭବନରେ ପହଞ୍ଚିଛନ୍ତି। ସେ ଗେଟ୍ସ ଫାଉଣ୍ଡେସନ୍ ସହାୟତାରେ ବିଭିନ୍ନ ବିଭାଗରେ ଚାଲିଥିବା ଯୋଜନାର ସମୀକ୍ଷା କରିବେ। କୃଷି ସମୀକ୍ଷା କେନ୍ଦ୍ର ଗେଟ୍ସ ଫାଉଣ୍ଡେସନ୍ ସହାୟତାରେ ରାଜ୍ୟରେ କାର୍ଯ୍ୟ କରୁଛି। ସମନ୍ୱିତ ଚାଷ ପାଇଁ…
ଅଧିକ ଖବର ଦେଖନ୍ତୁ...

ଭୁବନେଶ୍ୱରରେ ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ

ଭୁବନେଶ୍ୱର: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଆଜି ସେ କୃଷି ଭବନ ପରିଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ ୨୦୧୭ରେ…
ଅଧିକ ଖବର ଦେଖନ୍ତୁ...

ବିଜେପିର ସାଂସଦ ଅଙ୍କ ଛିଣ୍ଡିନି; ମୁଁ ବାଲେଶ୍ୱର ଆସନରୁ ଲଢ଼ିବି: ଖାରବେଳ

ବାଲେଶ୍ବର: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ବିଜେପି ଟିକେଟ୍‌ରେ ପୁଣିଥରେ ଲଢ଼ିବାକୁ ଆଗ୍ରହ ପ୍ରକାଶ କରିଛନ୍ତି ପୂର୍ବତନ ସାଂସଦ ଖାରବେଳ ସ୍ବାଇଁ। ଏଥିପାଇଁ ସେ ଜୋରଦାର ପ୍ରସ୍ତୁତିରେ ଲାଗିପଡ଼ିଥିବା ବେଳେ ପ୍ରତିଦ୍ବନ୍ଦ୍ବୀ ପ୍ରାର୍ଥୀଙ୍କଠାରୁ ପାଖାପାଖି ୪ ଲକ୍ଷରୁ ଅଧିକ ଭୋଟ୍‌ରେ ଜିତିବେ…
ଅଧିକ ଖବର ଦେଖନ୍ତୁ...