ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିରରୁ ପ୍ରଭୁ ଶ୍ରୀବଳଭଦ୍ର  ଦେବୀ  ମା’ସୁଭଦ୍ରା ଏବଂ ପ୍ରଭୁ ଶ୍ରୀଜଗନ୍ନାଥଙ୍କର ଶ୍ରୀମନ୍ଦିରକୁ ବାହୁଡ଼ା ଯାତ୍ରା ନୀତି ଆରମ୍ଭ ହୋଇଛି। ପ୍ରଥମେ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଚକ୍ରରାଜ ଶ୍ରୀସୁଦର୍ଶନଙ୍କୁ ପହଣ୍ଡିରେ ସେବାୟତମାନେ ଆଣିଛନ୍ତି।

Advertisment

 Bahuda Yatra 2025 | Rath Yatra 2025 | lord jagannath