ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ

ଶ୍ରୀଗୁଣ୍ଡିଚା ମନ୍ଦିରରୁ ପ୍ରଭୁ ଶ୍ରୀବଳଭଦ୍ର ଦେବୀ ମା’ସୁଭଦ୍ରା ଏବଂ ପ୍ରଭୁ ଶ୍ରୀଜଗନ୍ନାଥଙ୍କର ଶ୍ରୀମନ୍ଦିରକୁ ବାହୁଡ଼ା ଯାତ୍ରା ନୀତି ଆରମ୍ଭ ହୋଇଛି। ପ୍ରଥମେ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଚକ୍ରରାଜ ଶ୍ରୀସୁଦର୍ଶନଙ୍କୁ ପହଣ୍ଡିରେ ସେବାୟତମାନେ ଆଣିଛନ୍ତି....

pahandi of Sri Sudarshan begins.

pahandi of Sri Sudarshan begins. Photograph: (sambad.in)

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିରରୁ ପ୍ରଭୁ ଶ୍ରୀବଳଭଦ୍ର  ଦେବୀ  ମା’ସୁଭଦ୍ରା ଏବଂ ପ୍ରଭୁ ଶ୍ରୀଜଗନ୍ନାଥଙ୍କର ଶ୍ରୀମନ୍ଦିରକୁ ବାହୁଡ଼ା ଯାତ୍ରା ନୀତି ଆରମ୍ଭ ହୋଇଛି। ପ୍ରଥମେ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଚକ୍ରରାଜ ଶ୍ରୀସୁଦର୍ଶନଙ୍କୁ ପହଣ୍ଡିରେ ସେବାୟତମାନେ ଆଣିଛନ୍ତି।

 Bahuda Yatra 2025 | Rath Yatra 2025 | lord jagannath

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe