ଆଜି ମହାପ୍ରଭୁଙ୍କ ପଇତାଲାଗି, ଅପରାହ୍ଣ ୪ଟାରୁ ବନ୍ଦ ରହିବ ଦର୍ଶନ

Advertisment
ଭଙ୍ଗା ପଲଙ୍କରେ ଶୋଉଛନ୍ତି ମହାପ୍ରଭୁ

ପୁରୀ : ଶ୍ରୀମନ୍ଦିରରେ ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥିରେ ଶ୍ରୀଜିଉଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉ ନୂଆ ପଇତା ପରିଧାନ କରିବେ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଅପରାହ୍ଣ ୪ଟାରୁ ଏହି ନୀତିକାନ୍ତି ଆରମ୍ଭ ହେବ। ଏହି ଉପଲକ୍ଷେ ସୋମବାର ଅପରାହ୍ଣ ୪ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମଙ୍ଗଳବାର ସକାଳୁ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe