ପିସିସି ପକ୍ଷରୁ ପଣ୍ଡିତ ନେହେରୁଙ୍କ ଜୟନ୍ତୀ ପାଳିତ

Advertisment
ପିସିସି ପକ୍ଷରୁ ପଣ୍ଡିତ ନେହେରୁଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ବର : ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ ଉତ୍ସବ ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପାଳନ କରାଯାଇଛି। ଏହି ଉପଲକ୍ଷେ ସ୍ଥାନୀୟ ମାଷ୍ଟର୍‌କ୍ୟାଣ୍ଟିନ୍‌ ଛକ ସ୍ଥିତ ନେହେରୁ ପାର୍କରେ ଥିବା ପଣ୍ଡିତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ପରେ କଂଗ୍ରେସ ଭବନରେ ନେହେରୁଜୀଙ୍କ ପ୍ରତିମୂର୍ତ୍ତିରେ କଂଗ୍ରେସ ନେତୃବୃନ୍ଦ ମାଲ୍ୟାର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ, କଂଗ୍ରେସ ନେତା ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, ମନୋରଞ୍ଜନ ଦାଶ, ଜ୍ୟୋତିଷ ସାହୁ, ବିଜୟ ଦ୍ବିବେଦୀ, ସୁବାଷ ସାହୁ, ଦୀପକ ମହାପାତ୍ର, ମନୋରଞ୍ଜନ ରାଉତରାୟ, ସଂଜୟ ମିଶ୍ର, କୁଳମଣି ସାହୁ, କୈଳାସ ସାହୁ, ଜୟକୃଷ୍ଣ ସୁବୁଦ୍ଧି, ସଂକୁନା କହଁର, ମୁନି ଥାପ୍ପା, ତାପସ ସେଠୀ, କପିଳ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe