ପିପିଲି ଉପନିର୍ବାଚନ ଘୁଞ୍ଚାଇବା ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

Advertisment
ସରକାରଙ୍କ ସ୍କୁଲ୍‌ ମିଶ୍ରଣ ନିଷ୍ପତ୍ତି କାଏମ୍: ହାଇକୋର୍ଟର ଜଣିକିଆ ବିଚାରପତିଙ୍କ ରାୟ ଉପରେ ଅନ୍ତରୀଣ ରହିତାଦେଶ

image source-new indian express

କଟକ: ପିପିଲି ଉପନିର୍ବାଚନ ଘୁଞ୍ଚାଇବା ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର  କରାଯାଇଛି। ଜନସ୍ୱାର୍ଥ ମାମଲା କଲେ ବରିଷ୍ଠ ଆଇନଜୀବୀ ସୂର୍ଯ୍ୟକାନ୍ତ ପାଢ଼ୀ । କରୋନା ସଂକ୍ରମଣକୁ ଦେଖି ନିର୍ବାଚନ ସ୍ଥଗିତ ରଖିବା ପାଇଁ ଆବେଦନ। ଅନ୍ୟୁନ ୪ ମାସ ଯାଏଁ ନିର୍ବାଚନକୁ ସ୍ଥଗିତ ରଖିବା ପାଇଁ ଆବେଦନ କରାଯାଇଛି।

ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଏପ୍ରିଲ ୧୭ ତାରିଖରେ ହୋଇଥାନ୍ତା ଉପନିର୍ବାଚନ। ୩ ପ୍ରମୁଖ ଦଳର ପ୍ରାର୍ଥୀ ନିଜ ନିଜ ସପକ୍ଷରେ ପ୍ରଚାରକୁ ଜୋରଦାର କରିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ କରୋନାରେ ଦେହାନ୍ତ ହୋଇଥିଲା । ଫଳରେ ନିର୍ବାଚନ ସ୍ଥଗିତ ରହିଥିବା ବେଳେ ଭୋଟ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇଥିଲା । ପ୍ରଥମେ ମେ’ ୧୩ ଓ ପରେ ଇଦୁଲଫିଦର ଯୋଗୁଁ ମେ’ ୧୬କୁ ଘୁଂଚାଇ ଦିଆଯାଇଥିଲା ଉପନିର୍ବାଚନ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe