ଭୁବନେଶ୍ୱର : ଆସନ୍ତା ୧୯ ତାରିଖରେ ପ୍ରକାଶ ପାଇବ ଯୁକ୍ତ୨ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ। ପୂର୍ବାହ୍ନ ୧୧ଟା ୩୦ରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଧିବଦ୍ଧ ଭାବେ ପରୀକ୍ଷା ଫଳ ଉନ୍ମୋଚନ କରିବେ। ଏହାପରେ ଛାତ୍ରଛାତ୍ରୀ ‘www.orissaresults.nic.in
୧୯ରେ +୨ ବାଣିଜ୍ୟ ପରୀକ୍ଷା ଫଳ
/sambad/media/post_attachments/wp-content/uploads/2019/06/chse-1-2.jpg)