୮ରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ପରୀକ୍ଷାଫଳ

Advertisment
ଧାର୍ଯ୍ୟ ସମୟରେ ସରିବନି ଯୁକ୍ତ୨ ଖାତା ଦେଖା, ୭୦୦ ଅଧ୍ୟାପକଙ୍କୁ କାରଣଦର୍ଶାଅ ନୋଟିସ୍‌

mobilenews24x7.com

ଭୁବନେଶ୍ବର: ଆସନ୍ତା ୮ ତାରିଖରେ ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ପରୀକ୍ଷାଫଳ ପ୍ରକାଶ ପାଇବ। ସୋମବାର ଅପରାହ୍ଣ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳାଫଳ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ ପ୍ରକାଶ ପାଇବାର ସପ୍ତାହକ ମଧ୍ୟରେ ପ୍ରକାଶ ପାଇବ ବୋଲି ଆଗରୁ ସୂଚନା ଦେଇଥିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe