ଯୁକ୍ତ୩ ନାମଲେଖା ଅବଧି ୩୦ ଯାଏ ବୃଦ୍ଧି

ଭୁବନେଶ୍ବର : ସୋମବାର ‘ଭାରତ ବନ୍ଦ’କୁ ଦୃଷ୍ଟିରେ ରଖି ୨୦୨୧-୨୨ ଶିକ୍ଷାବର୍ଷର ଯୁକ୍ତ୩ ତଥା ସ୍ନାତକ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ନାମଲେଖା ସମୟ ଅବଧିକୁ ବୃଦ୍ଧି କରାଯାଇଛି। ଦ୍ବିତୀୟ ପର୍ଯ୍ୟାୟରେ ଯୋଗ୍ୟବିବେଚିତ ଛାତ୍ରଛାତ୍ରୀଙ୍କ ନାମଲେଖା ୩୦ ତାରିଖ ଅପରାହ୍‌ଣ ୫ଟା ପର୍ଯ୍ୟନ୍ତ ଚାଲିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ବିଧିବଦ୍ଧ ଘୋଷଣା କରାଯାଇଛି।

ସମ୍ବନ୍ଧିତ ଖବର