ଜାପାନରେ ଓଡ଼ିଶାକୁ ପ୍ରଶଂସା କଲେ ମୋଦୀ

Advertisment
ମୋଦୀଙ୍କ ପାଇଁ ଶୁଭ ସୋମବାର !

indiaonenews.com

ଭୁବନେଶ୍ବର : ଫନି କ୍ଷୟକ୍ଷତିକୁ ରୋକିବା ଦିଗରେ ଓଡ଼ିଶା ନେଇଥିବା ପଦକ୍ଷେପକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜି-୨୦ ସମ୍ମିଳନୀ ପାଇଁ ଜାପାନ ଗସ୍ତରେ ଥିବା ମୋଦୀ ଆଜି ଜାପାନରେ ବସବାସ କରୁଥିବା ଭାରତୀୟଙ୍କ ସହିତ ଆଲୋଚନା କରିବା ସମୟରେ ଏହା କହିଛନ୍ତି। ରାଜ୍ୟ ସରକାରଙ୍କ ଉପଯୁକ୍ତ ପଦକ୍ଷେପ ଯୋଗୁଁ ବାତ୍ୟା କ୍ଷୟକ୍ଷତିକୁ ରୋକା ଯାଇ ପାରିଲା। ଉପକୂଳ ଅଞ୍ଚଳରେ ରହୁଥିବା ଲୋକମାନଙ୍କୁ ସ୍ଥାନାନ୍ତର କରିବା ଦିଗରେ ଓଡ଼ିଶା ସରକାରଙ୍କ କାର୍ଯ୍ୟ ପ୍ରଶଂସନୀୟ। ବାତ୍ୟାରେ କ୍ଷତିଗ୍ରସ୍ତ ଓଡ଼ିଶାକୁ ଆକାଶ ମାର୍ଗରେ ପ୍ରଧାନମନ୍ତ୍ରୀ ସର୍ବେକ୍ଷଣ କରିଥିବା ସୂଚନା ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe