ପ୍ରଦୀପ ମହାରଥୀଙ୍କୁ କୃଷି ବିଭାଗ, ଶଶିଭୂଷଣ ବେହେରାଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା କୃଷି ମନ୍ତ୍ରୀ ଦାମୋଦର ରାଉତଙ୍କୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀ ପଦରୁ ବହିଷ୍କାର କରିବା ପରେ ଏହି ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦୀପ ମହରାଥୀଙ୍କୁ ମିଳିଛି। ସେହିପରି ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରାଙ୍କ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି।

ସମ୍ବନ୍ଧିତ ଖବର