ପାରା-ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲ -୨୦୧୯ର ସିଙ୍ଗଲ୍ସ, ଡବଲ୍ସରେ ବ୍ରୋଞ୍ଜ ଜିତିଲେ ଓଡ଼ିଶାର ପ୍ରମୋଦ ଭଗତ

ଏବେ ପ୍ରମୋଦଙ୍କ ଉପରେ ନଜର, ଓଡ଼ିଶାକୁ ପ୍ରଥମ ପାରାଲିମ୍ପିକ୍ସ ପଦକ ଆଣିବାକୁ ଚେଷ୍ଟା କରିବେ

ଭୁବନେଶ୍ୱର : ଓଡ଼ିଶାର ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଡେନମାର୍କର ଓଡେନ୍ସଠାରେ ଅନୁଷ୍ଠିତ ପାରା-ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲ ୨୦୧୯ରେ ଏସଏଲଥ୍ରୀ ସିଙ୍ଗଲ୍ସ ଓ ଡବଲ୍ସ ବ୍ରୋଞ୍ଜ ମେଡାଲ ଜିତିଛନ୍ତି । ତାଙ୍କର ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଟ୍ଵିଟ କରି ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଶା ତାଙ୍କ ପାଇଁ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe