ବଲାଙ୍ଗୀର ବଣିକ ସଂଘ ସଭାପତିଙ୍କ ରହସ୍ୟଜନକ ମୃତ୍ୟୁ: ରେଳଧାରଣାରୁ ମିଳିଲା ମୃତଦେହ

Advertisment
ବଲାଙ୍ଗୀର ବଣିକ ସଂଘ ସଭାପତିଙ୍କ ରହସ୍ୟଜନକ ମୃତ୍ୟୁ: ରେଳଧାରଣାରୁ ମିଳିଲା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ବଣିକ ସଂଘ ସଭାପତି ତ୍ରିପୁରାରି ପାଣିଗ୍ରାହୀଙ୍କ ରହସ୍ୟଜନକ ମୃତ୍ୟୁ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି। ଆଜି ସକାଳେ ଖୁଜେନପାଲି ରେଳ ଧାରଣାରୁ ତାଙ୍କର ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି।

ବଣିକ ସଂଘର ସଭାପତି ତ୍ରିପୁରାରି ପାଣିଗ୍ରାହୀଙ୍କ ମୃତଦେହ ମଳିବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କିଏ ହତ୍ୟା କରିଛି, ତାହା ଜଣାପଡ଼ିନାହିଁ । ଯଦି ତାଙ୍କୁ ହତ୍ୟା କରାଯାଇଛି, ତେବେ କାହିଁକି ରେଳ ଧାରଣାରେ ମୃତଦେହ ପକାଇଲା, ତାହା ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚିି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe