ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର

Advertisment
ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର। ରାଜ୍ୟ ସରକାରଙ୍କ ସୁପାରିଶ ଉପରେ ମୋହର ମାରିଛନ୍ତି ରାଷ୍ଟ୍ରପତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲରେ ଅଛନ୍ତି ଅଭୟକାନ୍ତ ପାଠକ।
୧୯୮୭ ବ୍ୟାଚର କ୍ୟାଡର ଆଇଏଫଏସ୍ ଥିଲେ ଅଭୟକାନ୍ତଙ୍କ ବିରୁଦ୍ଧରେ ଦୁର୍ନୀତି ଅଭିଯୋଗ ଆସିବାରେ ବାଧ୍ୟତାମୂଳକ ଅବସର ପାଇଁ ସୁପାରିଶ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁର୍ନୀତି ବିରୋଧରେ ସବୁ ସମୟରେ ରାଜ୍ୟ ସରକାର ଶୂନ୍ୟ ସହନଶୀଳ ନୀତି ଆପଣାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe