କୋରାପୁଟ: ମନ୍ଦିର ପୂଜକଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୃବୁର୍ତ୍ତ | କୋରାପୁଟରେ ହାତ ଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ମିଳିଥିବା ସୂଚନା ମୁତାବକ କୋରାପୁଟ ଜାତୀୟ ରାଜପଥ ବୁଢ଼ୀ ଠାକୁରାଣୀ ମନ୍ଦିର ପୂଜକ ରମେଶ ଚନ୍ଦ୍ର ତ୍ରିପାଠୀଙ୍କ ହାତ ଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ମନ୍ଦିର ପଛରେ ନିଜ ବାସଭବନରେ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିବାବେଳେ ଘରର ଆସବାବପତ୍ର ଏଣେତେଣେ ପଡ଼ିଥିବାବେଳେ ହାତ ଗୋଡ଼ ବନ୍ଧା ହୋଇଥିବାର ଦେଖିବାକୁ ମିଳିଛି | ଘଟଣାସ୍ଥଳରେ କୋରାପୁଟ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ମନ୍ଦିର ପୂଜକଙ୍କୁ ହତ୍ୟା: ମନ୍ଦିର ପଛପଟୁ ହାତଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର
/sambad/media/post_attachments/wp-content/uploads/2023/02/murder-3.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)