କୋରାପୁଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାକୁ ବଡ଼ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଓଡ଼ିଶାର ୨୦ଟି ରେଳଷ୍ଟେସନର ଭିତ୍ତି ପ୍ରସ୍ତର ସ୍ଥାପନ ଓ ନବୀକରଣ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଭିସି ଜରିଆରେ କୋରାପୁଟ ଓ ଜୟପୁର ରେଳଷ୍ଟେସନର ଭିତ୍ତି ପ୍ରସ୍ତର ପ୍ରକଳ୍ପ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶର ୫୫୩ ଷ୍ଟେସନର ନବୀକରଣ କାର୍ଯ୍ୟର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ।
/sambad/media/post_attachments/wp-content/uploads/2024/02/c52fcc86-381d-4afd-a12a-b92cd3bc31a7.jpeg)
ଭିସି ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶ ତମାମ ୨ ହଜାରରୁ ଅଧିକ ରେଳ ପ୍ରକଳ୍ପ ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/02/cc91c9ff-d7dd-41c4-a2d0-242f09ccefe8.jpeg)