ଓଡ଼ିଶାର ୨୦ ସମେତ ଦେଶର ୨ ହଜାରରୁ ଅଧିକ ରେଳ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Advertisment
ଓଡ଼ିଶାର ୨୦ ସମେତ ଦେଶର ୨ ହଜାରରୁ ଅଧିକ ରେଳ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

କୋରାପୁଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାକୁ ବଡ଼ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଓଡ଼ିଶାର ୨୦ଟି ରେଳଷ୍ଟେସନର ଭିତ୍ତି ପ୍ରସ୍ତର ସ୍ଥାପନ ଓ ନବୀକରଣ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଭିସି ଜରିଆରେ କୋରାପୁଟ ଓ ଜୟପୁର ରେଳଷ୍ଟେସନର ଭିତ୍ତି ପ୍ରସ୍ତର ପ୍ରକଳ୍ପ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶର ୫୫୩ ଷ୍ଟେସନର ନବୀକରଣ କାର୍ଯ୍ୟର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ।

publive-image
ଭିସି ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶ ତମାମ ୨ ହଜାରରୁ ଅଧିକ ରେଳ ପ୍ରକଳ୍ପ ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe