ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ବିମାନବନ୍ଦରରୁ ସିଧାସଳଖ ରାଜଭବନ ଅଭିମୁଖେ ଯାଇଛନ୍ତି। ଓଡ଼ିଶାରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ଓଡ଼ିଶାରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ
/sambad/media/post_attachments/wp-content/uploads/2024/06/6e53f927-7b45-49d4-b157-2edda167fbfc.jpg)