ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ପୃଥ୍ବୀ-୨’ର ପରୀକ୍ଷଣ

Advertisment
ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ପୃଥ୍ବୀ-୨’ର ପରୀକ୍ଷଣ

ବାଲେଶ୍ବର: ଚାନ୍ଦିପୁର ଠାରେ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ପୃଥ୍ବୀ-୨’ର ଗୁରୁବାର ସଂଧ୍ୟାରେ ପରୀକ୍ଷଣ ହୋଇଥିବା ସୂଚନା ମିଳିଛି। ଆଇଟିଆର୍‌ର ୩ ନମ୍ବର ଲଞ୍ଚ୍‌ପ୍ୟାଡରୁ ସଂଧ୍ୟା ୭ଟା ୪୫ ମିନିଟ୍‌ ସମୟରେ ଏହି ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ରକୁ ଉତ୍‌କ୍ଷେପଣ କରାଯାଇଥିଲା। ଏହାର ଲକ୍ଷଭେଦ କ୍ଷମତା ୩୫୦ କିଲୋମିଟର। ଏଥିରେ ୫୦୦ରୁ ୧୦୦୦ କେଜି ଓଜନର ପରମାଣୁ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe