ପ୍ରଫେସର ଦୀପକ ବେହେରା ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ

ପ୍ରଫେସର ଦୀପକ ବେହେରା ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ

ଭୁବନେଶ୍ୱର: ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ଭାବେ ଆଜି ପ୍ରଫେସର ଦୀପକ ବୋହେରାଙ୍କୁ ରାଜ୍ୟପାଳ ଡ. ଏସ ସି ଜମୀର ନିଯୁକ୍ତି ଦେଇଛନ୍ତି। ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତିରେ ନୃତତ୍ତ୍ୱ ବିଭାଗର ପ୍ରଫେସର ତଥା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ବେହେରାଙ୍କୁ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ଦିଆଯାଇଥିବା ଘୋଷଣା କରାଯାଇଛି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe