କଟକ : ପ୍ରଫେସର ଡାକ୍ତର ଲୁସି ଦାସଙ୍କୁ ଏସ୍ସିବିର ଅଧୀକ୍ଷକ ଭାବେ ନିଯୁକ୍ତ କରାଯାଇଛି। ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ତାଙ୍କୁ ବିଧିବଦ୍ଧ ଭାବେ ଏସସିବିର ଅଧୀକ୍ଷକ ଦାୟିତ୍ୱ ସହ ଡିଡିଓ କ୍ଷମତା ମଧ୍ୟ ଦିଆଯାଇଛି।
ଉଲ୍ଲେଖଯୋଗ୍ୟ ଅଧୀକ୍ଷକ ଥିବା ପ୍ରଫେସର ଡାକ୍ତର ଅନ୍ନଦା ପ୍ରସାଦ ପଟ୍ଟନାୟକ ସ୍ୱାସ୍ଥ୍ୟଗତ କାରଣରୁ ଛୁଟିରେ ଥିବାରୁ ଡାକ୍ତର ଲୁସି ଦାସ ଅଧୀକ୍ଷକ ଦାୟିତ୍ୱରେ ଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/05/scb-1.jpg)