ପୁରୀ: ଶ୍ରୀମନ୍ଦିରରେ ଅଘଟଣ। କାଳବୈଶାଖୀ ବର୍ଷା ପବନ ନୀଳଚକ୍ର ବାନା ବାଉଁଶ ଭାଙ୍ଗିପଡ଼ିଛି। କାଳବୈଶାଖୀ ପ୍ରଭାବରେ ପୁରୀରେ ପ୍ରାୟ ଅଧଘଣ୍ଟା ପବନ ସହ ବର୍ଷା ଏହି ବାନା ବାଉଁଶ ଭାଙ୍ଗିପଡ଼ିଥିଲା। ତେବେ ନୀତିକାନ୍ତିରେ କୌଣସି ପ୍ରଭାବ ପଡ଼ିନଥିବା କହିଛନ୍ତି ସେବାୟତ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us